Biblia Todo Logo
Bib sou entènèt

- Piblisite -




ମାର୍କ 11:2 - ପବିତ୍ର ବାଇବଲ

2 “ଆଗରେ ଦେଖାଯାଉଥିବା ଗାଆଁକୁ ଯାଅ। ଗାଁଆ ଭିତରେ ପ୍ରବେଶ କରିବା ମାତ୍ରେ ତୁମ୍ଭେମାନେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଛୁଆ ଉପରେ କେହି ଏ ପର୍ଯ୍ୟନ୍ତ ଚଢ଼ି ନାହାନ୍ତି। ତାକୁ ଖୋଲି ମୋ’ ପାଖକୁ ନେଇ ଆସ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଦୁଇଜଣ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ଆଗରୁ ପଠାଇ କହିଥିଲେ, “ସମ୍ମୁଖରେ ଥିବା ଗ୍ରାମକୁ ଯାଅ, ସେଠାରେ ପହଞ୍ôଚବାକ୍ଷଣି କେବେ କେହି ଚଢ଼ି ନ ଥିବା ଗୋଟିଏ ଗଧ ଛୁଆ ବନ୍ଧା ହୋଇ ଥିବାର ଦେଖିବ, ତାକୁ ଫିଟାଇ ମୋ’ ପାଖକୁ ନେଇଆସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।

Gade chapit la Kopi




ମାର୍କ 11:2
4 Referans Kwoze  

ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମର ନିକଟବର୍ତ୍ତୀ ହେଲେ। ସେମାନେ ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ସହରରେ ପହଞ୍ଚିଲେ। ଯୀଶୁ ନିଜ ଶିଷ୍ୟମାନଙ୍କ ଭିତରୁ ଦୁଇଜଣକୁ ଏହା କହି ପଠାଇଲେ,


ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନେଇ ଯାଉଛ ବୋଲି ପଗ୍ଭରେ, ତେବେ ତୁମ୍ଭେମାନେ ତାହାକୁ କହିବ, ‘ପ୍ରଭୁଙ୍କର ଏହା ଦରକାର ଅଛି। ତା'ପରେ ତାହାକୁ ଶୀଘ୍ର ଫେରାଇ ଦେବେ।’”


Swiv nou:

Piblisite


Piblisite