ମାର୍କ 12:13 - ପବିତ୍ର ବାଇବଲ13 ପରେ ଯିହୂଦୀ ନେତାମାନେ କେତେକ ଫାରୂଶୀ ଓ ହେରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରି ଫାନ୍ଦରେ ପକାଇବାକୁ ଗ୍ଭହୁଁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପରେ ତାହାଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ। Gade chapit laଓଡିଆ ବାଇବେଲ13 ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ । Gade chapit laପବିତ୍ର ବାଇବଲ (CL) NT (BSI)13 କେତେକ ଫାରୁଶୀ ଓ ହେରୋଦ ଦଳର କେତେ ଜଣ ଯୀଶୁଙ୍କୁ ପ୍ରଶ୍ନ ପଚାରି ଫାନ୍ଦରେ ପକାଇବା ପାଇଁ ଆସିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ। Gade chapit la |
ଫାରୂଶୀ ଓ ହେରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, “ଗୁରୁ, ଆମ୍ଭେମାନେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟରେ କ’ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କେବେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ୱର ଗ୍ଭହୁଁଥିବା ଜୀବନର ମାର୍ଗ ବିଷୟରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ, କାଇସରଙ୍କୁ କର ଦେବା ଉଚିତ୍ କି ନୁହେଁ?”