Biblia Todo Logo
Bib sou entènèt

- Piblisite -




ମାର୍କ 12:21 - ପବିତ୍ର ବାଇବଲ

21 ତେଣୁ ଦ୍ୱିତୀୟ ଭାଇ ସେ ସ୍ତ୍ରୀଟିକୁ ବିବାହ କଲା। ସେ ମଧ୍ୟ କୌଣସି ପିଲାପିଲି ନ ଥାଇ ମରିଗଲା। ତୃତୀୟ ଭାଇ ପ୍ରତି ମଧ୍ୟ ତାହା ଘଟିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପରେ ଦ୍ଵିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,

Gade chapit la Kopi

ଓଡିଆ ବାଇବେଲ

21 ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମୃତବ୍ୟକ୍ତିର ବିଧବାକୁ ଦ୍ୱିତୀୟ ଭାଇ ବିବାହ କରି ସେ ମଧ୍ୟ ନିଃସନ୍ତାନ ହୋଇ ମରିଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,

Gade chapit la Kopi




ମାର୍କ 12:21
2 Referans Kwoze  

ଥରେ ସାତ ଭାଇ ଥିଲେ। ସବୁଠାରୁ ବଡ଼ ଭାଇ ବିବାହ କଲା। କିନ୍ତୁ କୌଣସି ପିଲାପିଲି ନ ଥାଇ ସେ ମରିଗଲା।


ସାତ ଜଣ ଭାଇ ସେହି ସ୍ତ୍ରୀ ଲୋକକୁ ଜଣକ ପରେ ଜଣେ ବିବାହ କଲେ ଓ ଶେଷରେ ମରିଗଲେ। ସେମାନଙ୍କ ମଧ୍ୟରୁ କାହାରି ହେଲେ କୌଣସି ପିଲାପିଲି ନ ଥିଲେ। ଶେଷରେ ସେହି ସ୍ତ୍ରୀଟି ମଧ୍ୟ ମରିଗଲା।


Swiv nou:

Piblisite


Piblisite