Biblia Todo Logo
Bib sou entènèt

- Piblisite -




ମାର୍କ 12:25 - ପବିତ୍ର ବାଇବଲ

25 ଲୋକମାନେ ଯେତେବେଳେ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହେବେ ସେତେବେଳେ କୌଣସି ବିବାହ ହେବ ନାହିଁ ସେମାନେ କେହି କାହାରିକୁ ବିବାହ କରିବେ ନାହିଁ, ବରଂ ପ୍ରତ୍ୟେକ ସ୍ୱର୍ଗଦୂତଙ୍କ ଭଳି ହୋଇଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।

Gade chapit la Kopi

ଓଡିଆ ବାଇବେଲ

25 ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 କାରଣ ମୃତବ୍ୟକ୍ତିମାନେ ପୁନରୁତ୍ôଥତ ହେଲେ, ସେମାନେ ସ୍ୱର୍ଗଦୂତ ପରି ହେବେ - ସେମାନେ ବିବାହ କରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।

Gade chapit la Kopi




ମାର୍କ 12:25
7 Referans Kwoze  

ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ୱରଙ୍କର ସନ୍ତାନ, କିନ୍ତୁ ଭବିଷ୍ୟତରେ ଆମ୍ଭେ କ’ଣ ହେବା ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହୋଇଯିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସେହି ରୂପରେ ଦେଖିବା।


ତୁମ୍ଭର ବୁଝି ରଖିବା ଉଚିତ୍ ଯେ, ଯେତେବେଳେ ଲୋକମାନେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ କୌଣସି ବିବାହ ହେବ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କେହି କାହାକୁ ବାହା ହେବେନି। ସେମାନେ ସ୍ୱର୍ଗରେ ସମସ୍ତେ ସ୍ୱର୍ଗଦୂତମାନଙ୍କ ଭଳି ହେବେ।


ଯୀଶୁ କହିଲେ, “ସବୁ ଶାସ୍ତ୍ର କ’ଣ କହେ, ପରମେଶ୍ୱରଙ୍କ ଶକ୍ତି ବିଷୟରେ ତାହା ତୁମ୍ଭେମାନେ ଜାଣି ନାହଁ କି? ତେଣୁ ତୁମ୍ଭେମାନେ ଭ୍ରମରେ ପଡ଼ିଥାଅ।


ପୁନରୁ‌ତ୍‌ଥିତ ଲୋକଙ୍କ ବିଷୟରେ ତୁମ୍ଭେମାନେ କ’ଣ ମୋଶାଙ୍କ ପୁସ୍ତକରେ ଲିଖିତ ବୁଦାବୃତ୍ତାନ୍ତଟି ପଢ଼ି ନାହଁ? ସେଥିରେ ପରମେଶ୍ୱର ମୋଶାଙ୍କୁ କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର’।


Swiv nou:

Piblisite


Piblisite