Biblia Todo Logo
Bib sou entènèt

- Piblisite -




ମାର୍କ 12:41 - ପବିତ୍ର ବାଇବଲ

41 ଯୀଶୁ ମନ୍ଦିରର ଦାନ ବାକ୍ସ ପାଖରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ୟ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସରେ ପ୍ରଚୁର ଟଙ୍କା ପକାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ପରେ ସେ ଭଣ୍ତାର ସମ୍ମୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶୀ ପକାଇଲେ;

Gade chapit la Kopi

ଓଡିଆ ବାଇବେଲ

41 ପରେ ସେ ଭଣ୍ଡାର ସମ୍ମୁୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ । ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶି ପକାଇଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ଦିନେ ଯୀଶୁ ମନ୍ଦିରର ଦାନ ଦେବା ସ୍ଥାନ ନିକଟରେ ବସିଥିଲେ। ଲୋକମାନେ ଆସି ସେଠାରେ ରଖାଯାଇଥିବା ବାକ୍ସରେ ଦାନ ପକାଉଥିବା ସେ ନିରୀକ୍ଷଣ କରୁଥିଲେ। ଧନୀ ଲୋକମାନେ ସେଥିରେ ଅନେକ ଟଙ୍କା ପକାଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ;

Gade chapit la Kopi




ମାର୍କ 12:41
5 Referans Kwoze  

ତେଣୁ ଯାଜକ ଯିହୋୟାଦା ଗୋଟିଏ ସିନ୍ଦୁକ ନେଇ ତା'ର ଢାଙ୍କୁଣିରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା। ପୁଣି ଦ୍ୱାର ରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଟଙ୍କାସବୁ ଲୋକମାନଙ୍କ ଦ୍ୱାରା ଆଣିଲେ, ସେହି ଦ୍ୱାର ନିକଟରେ ରଖିଲେ।


ଯୀଶୁ ଏସବୁ କଥା ମନ୍ଦିର ପରିସରରେ ଉପଦେଶ ଦେଲାବେଳେ କହିଲେ। ଦାନ ପାତ୍ରରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହୋଇଥିଲେ। କିନ୍ତୁ କେହି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ୍ ସମୟ ସେପର୍ଯ୍ୟନ୍ତ ଆସି ନ ଥିଲା।


ପ୍ରଧାନଯାଜକମାନେ ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଗୋଟାଇ ନେଲେ। ସେମାନେ କହିଲେ, “ମନ୍ଦିର ଟଙ୍କା ସହିତ ଏ ଟଙ୍କାତକ ରଖିବା ନିୟମ ବିରୁଦ୍ଧ ହେବ। କାରଣ ଏ ଟଙ୍କା ଜଣକର ମୃତ୍ୟୁ ପାଇଁ ଦିଆଯାଇଛି।”


ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।


Swiv nou:

Piblisite


Piblisite