Biblia Todo Logo
Bib sou entènèt

- Piblisite -




ମାର୍କ 12:42 - ପବିତ୍ର ବାଇବଲ

42 ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଆଉ, ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ସେଥିରେ ପକାଇଲା।

Gade chapit la Kopi

ଓଡିଆ ବାଇବେଲ

42 ଆଉ ଜଣେ ଦରିଦ୍ର ବିଧବା ଆସି ଏକ ଅଳ୍ପ ମୂଲ୍ୟର ଦୁଇ ତମ୍ବା ପଇସା ସେଥିରେ ପକାଇଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ସେତେବେଳେ ଜଣେ ଗରିବ ବିଧବା ସେଠାକୁ ଆସି କେବଳ ଦୁଇଟି ଛୋଟ ତମ୍ବା ମୁଦ୍ରା ସେହି ବାକ୍ସରେ ପକାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।

Gade chapit la Kopi




ମାର୍କ 12:42
9 Referans Kwoze  

ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।


ଯୀଶୁ ମନ୍ଦିରର ଦାନ ବାକ୍ସ ପାଖରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ୟ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସରେ ପ୍ରଚୁର ଟଙ୍କା ପକାଉଥିଲେ।


ତା'ପରେ ଯୀଶୁ ନିଜ ଶିଷ୍ୟମାନଙ୍କୁ ପାଖକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦେଇଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତରେ ବହୁତ ଅଧିକ ଦେଇଛି।


ଯେଉଁଦିନ ପର୍ଯ୍ୟନ୍ତ ତୁମ୍ଭେ ପ୍ରତ୍ୟେକ ଋଣର ମୂଲ୍ୟ ଶେଷ ପଇସା ପର୍ଯ୍ୟନ୍ତ ନ ଦେଇଛ, ସେ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରୁ ମୁକ୍ତି ପାଇ ପାରିବ ନାହିଁ।”


ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସେହି ବିଧବା ଲୋକଟି ଦାନବାକ୍ସରେ ଦୁଇଟି ତମ୍ବା ପଇସା ପକାଇଲା।


ଯଦି ତୁମ୍ଭେ ଏକ ପିଲା ହୋଇଥା’ନ୍ତ, ମୋର ଛୋଟ ଭାଇପରି ଯେ କି ମୋ’ ମା’ର କ୍ଷୀର ଖାଉଛି ଏବଂ ଯଦି ମୁଁ ତୁମ୍ଭକୁ ବାହାରେ ଦେଖେ ଏବଂ ମୁଁ ତୁମ୍ଭକୁ ଚୁମ୍ବନ ଦିଏ କେହି ମୋତେ ଖରାପ ଭାବିବେ ନାହିଁ।


“ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା'ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା'ର ପୁରସ୍କାର ପାଇବ।”


ସେହି ବିଶ୍ୱାସୀମାନେ ମହାକ୍ଳେଶ ଦୁଃଖ ଦ୍ୱାରା ପରୀକ୍ଷିତ ହେଲେ। ଏବଂ ସେମାନେ ଅତି ଗରିବ। କିନ୍ତୁ ସେମାନଙ୍କ ମହାନନ୍ଦ ହେତୁ ସେମାନେ ପ୍ରଚୁର ଉଦାରତାର ଦାନ ଦେଇଥିଲେ।


ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା'ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।


Swiv nou:

Piblisite


Piblisite