Biblia Todo Logo
Bib sou entènèt

- Piblisite -




ମାର୍କ 13:1 - ପବିତ୍ର ବାଇବଲ

1 ଯୀଶୁ ମନ୍ଦିର ମଧ୍ୟରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲା, “ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡ଼ିକ ଓ ତା'ର ବିଶାଳ ପଥରଗୁଡ଼ିକ କେତେ ସୁନ୍ଦର ହୋଇଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେ ମନ୍ଦିରରୁ ବାହାରି ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ !

Gade chapit la Kopi

ଓଡିଆ ବାଇବେଲ

1 ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଦିନେ ଯୀଶୁ ମନ୍ଦିରରୁ ବାହାରି ଚାଲି ଯାଉଥିବାବେଳେ ତାଙ୍କର ଜଣେ ଶିଷ୍ୟ କହିଲେ, “ଗୁରୁ! ଦେଖନ୍ତୁ, ମନ୍ଦିର ଗୃହ ଓ ତା’ର ପଥର ସବୁ କେଡ଼େ ଚମକ୍ରାର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!

Gade chapit la Kopi




ମାର୍କ 13:1
9 Referans Kwoze  

ତା'ପରେ କିରୂବଦୂତମାନେ ନିଜ ନିଜ ପକ୍ଷ ଉଠାଇଲେ ଓ ମୋ’ ସମ୍ମୁଖରେ ଭୂମିକୁ ଛାଡ଼ି ଆକାଶକୁ ଗମନ କଲେ। ଆଉ ଚକ୍ରସବୁ ସେମାନଙ୍କ ସହିତ ଗମନ କଲେ। ଆଉ ସେମାନେ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବ ଫାଟକ ସମ୍ମୁଖରେ ଅଟକିଗଲେ ଓ ସେ ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ସେମାନଙ୍କ ଉପରେ ବିଦ୍ୟମାନ ଥିଲା।


ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ୱାର ଆଡ଼କୁ ଗଲା, ତେଣୁ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ୱଳ ତେଜରେ ପରିପୂର୍ଣ୍ଣ ହେଲା।


ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଦେଖ, ସେମାନେ କ’ଣ କରୁଅଛନ୍ତି? ଆମ୍ଭେ ଯେପରି ଆପଣା ମନ୍ଦିର ଅଗଣାରୁ ଦୂରେଇ ଯିବା ପାଇଁ ଇସ୍ରାଏଲର ଉତ୍ତରାଧିକାରୀଗଣ ଏଠାରେ ମହା ଘୃଣ୍ୟକର୍ମ କରୁଅଛନ୍ତି। ମାତ୍ର ଏହା ପରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣ୍ୟକର୍ମ ଦେଖିବ।”


ଆଉ ଯିରିମିୟ ସରାୟକୁ କହିଲେ, “ହେ ସରାୟ, ତୁମ୍ଭେ ବାବିଲକୁ ଯାଇ ଏହି ବାର୍ତ୍ତା ସମସ୍ତଙ୍କ ଗୋଚରାର୍ଥେ ପାଠ କର।


Swiv nou:

Piblisite


Piblisite