ମାର୍କ 13:10 - ପବିତ୍ର ବାଇବଲ10 କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠାରେ ସୁସମାଗ୍ଭର ପ୍ରକାଶ୍ୟରେ ପ୍ରଗ୍ଭରିତ କରାହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ। Gade chapit laଓଡିଆ ବାଇବେଲ10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ । Gade chapit laପବିତ୍ର ବାଇବଲ (CL) NT (BSI)10 କିନ୍ତୁ ସେ ଯାହା ହେଉନା କାହିଁକି, ଅନ୍ତିମକାଳ ଆସିବା ପୂର୍ବରୁ ସବୁ ଜାତିର ଲୋକଙ୍କ ନିକଟରେ ଏହି ସୁସମାଚାର ନିଶ୍ଚିତ ଭାବରେ ପ୍ରଚାରିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ। Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।