Biblia Todo Logo
Bib sou entènèt

- Piblisite -




ମାର୍କ 13:12 - ପବିତ୍ର ବାଇବଲ

12 “ଭାଇ, ଭାଇକୁ ମରଣ ମୁଖକୁ ଠେଲି ଦେବ। ବାପା ତା’ ସନ୍ତାନକୁ ମରିବା ପାଇଁ ଦେଇ ଦେବ। ପିଲାମାନେ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ସେମାନଙ୍କୁ ମାରି ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;

Gade chapit la Kopi

ଓଡିଆ ବାଇବେଲ

12 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେହି ସମୟରେ ଲୋକେ ନିଜ ଭାଇମାନଙ୍କୁ ପ୍ରାଣଦଣ୍ଡ ପାଇବାକୁ ସର୍ମପଣ କରିବେ। ବାପାମାନେ ନିଜ ପିଲାମାନଙ୍କ ପ୍ରତି ସେହିପରି କରିବେ। ପିଲାମାନେ ନିଜ ପିତାମାତାଙ୍କ ବିଷୟରେ ଉଠି ସେମାନଙ୍କୁ ହତ୍ୟା କରାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;

Gade chapit la Kopi




ମାର୍କ 13:12
8 Referans Kwoze  

“ଭାଇ ତା’ ନିଜ ଭାଇକୁ ବାପାମା ନିଜ ପିଲାପିଲିଙ୍କୁ ମରଣ ମୁଖକୁ ଠେଲିଦେବେ। ପିଲାମାନେ ନିଜ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ତାହାଙ୍କୁ ମାରି ପକାଇବେ।


ଏପରିକି ତୁମ୍ଭମାନଙ୍କର ବାପାମା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହୋଇଯିବେ। ସେମାନେ ତୁମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଦେବେ।


ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ।


ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ମୋର ସମସ୍ତ ପର୍ବତରେ ‌‌ଖ‌ଡ଼୍‌ଗକୁ ଗୋଗ ବିରୁଦ୍ଧରେ ଆଣିବି। ତାହାର ସୈନ୍ୟସାମନ୍ତମାନେ ଏପରି ବିହ୍ୱଳ ହେବେ ସେମାନେ ପରସ୍ପର ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଆଣିବେ।


ସେମାନେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜେରା କରିବେ। ସେମାନେ ତୁମ୍ଭମାନଙ୍କୁ ବିଗ୍ଭର ପାଇଁ ଯଦି ନିଅନ୍ତି, ତେବେ ତୁମ୍ଭେ ସେଠାରେ କ’ଣ କହିବ, ସେ ବିଷୟରେ ଆଗରୁ କେବେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ୱର ଯାହାକିଛି କହିବା ପାଇଁ ଦେବେ, ତୁମ୍ଭେ ତାହା କହିବ, କାରଣ ସେତେବେଳେ ପ୍ରକୃତରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ରଆତ୍ମା କଥା କହିବେ।


ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ଦୃଢ଼ ହୋଇ ରହିବ, ସେ ରକ୍ଷା ପାଇବ।


Swiv nou:

Piblisite


Piblisite