ମାର୍କ 13:8 - ପବିତ୍ର ବାଇବଲ8 ଗୋଟିଏ ଜାତି ଅନ୍ୟ ଜାତି ବିରୁଦ୍ଧରେ, ଗୋଟିଏ ରାଜ୍ୟ ଅନ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବ। ବହୁତ ସ୍ଥାନରେ ଭୂମିକମ୍ପ ହେବ। ଲୋକଙ୍କୁ ଖାଇବାକୁ ମିଳିବ ନାହିଁ। ଏହାସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବେଦନା ଭଳି। Gade chapit laପବିତ୍ର ବାଇବଲ (Re-edited) - (BSI)8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର। Gade chapit laଓଡିଆ ବାଇବେଲ8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର । Gade chapit laପବିତ୍ର ବାଇବଲ (CL) NT (BSI)8 ଦେଶ ଦେଶ ଭିତରେ ଯୁଦ୍ଧ ଲାଗିବ। ଗୋଟିଏ ରାଜ୍ୟ ଆଉ ଗୋଟିଏ ରାଜ୍ୟକୁ ଆକ୍ରମଣ କରିବ। ସବୁଆଡ଼େ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ। କିନ୍ତୁ ଏଗୁଡ଼ିକ ପ୍ରସବ ବେଦନାର କେବଳ ପୂର୍ବ ସୂଚନା ମାତ୍ର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର। Gade chapit la |
ସେହି ଭୟଙ୍କର ବ୍ୟାଧି ସେହି ଶିବିରରେ ରହିବ। ଆଉ ମଧ୍ୟ ସେମାନଙ୍କର ଅଶ୍ୱ, ଖଚର, ଓଟ ଓ ଗର୍ଦ୍ଦଭ ସେହି ଭୟଙ୍କର ବ୍ୟାଧିରେ ଆକ୍ରାନ୍ତ ହେବେ। ସେହି ଦିନ ସଦାପ୍ରଭୁଙ୍କ ଦ୍ୱାରା ପ୍ରେରିତ ଭୟଙ୍କର ଆତଙ୍କ ଆତଙ୍କିତ ରୂପେ ସେମାନଙ୍କୁ ଧରିବ। ପ୍ରତ୍ୟେକ ଲୋକ ତାଙ୍କର ପ୍ରତିବାସୀର ହସ୍ତକୁ ଧରିବେ ଓ ସେମାନେ ପରସ୍ପର ମଧ୍ୟରେ ଯୁଦ୍ଧରେ ବ୍ୟାପ୍ତ ହେବେ। ଏପରିକି ଯିହୁଦା ଯିରୁଶାଲମ ବିପକ୍ଷରେ ଲଢ଼ିବ। ସମଗ୍ର ଗୋଷ୍ଠୀର ଧନସମ୍ପଦ ନଗରୀର ଚତୁର୍ଦ୍ଦିଗରେ ଏକତ୍ର ଠୁଳ ହେବ। ସେଠାରେ ସୁବର୍ଣ୍ଣ, ରୌପ୍ୟ ଓ ବସ୍ତ୍ର ବହୁତ ପରିମାଣରେ ସଂଗୃହୀତ ହେବ।
ଆମ୍ଭେ ବହୁ ରାଜ୍ୟ ଓ ରାଜାଙ୍କୁ ଓଲଟାଇ ଦେବା, ଆମ୍ଭେ ରାଜ୍ୟର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସେମାନଙ୍କର ରଥ ଓ ଆରୋହୀଙ୍କୁ ଧ୍ୱଂସ କରିବା। ଆମ୍ଭେ ସେମାନଙ୍କର ଯୁଦ୍ଧ ଅଶ୍ୱ ଓ ଆରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସେମାନେ ପରସ୍ପର ବିରୁଦ୍ଧରେ ଯିବେ ଏବଂ ପରସ୍ପର ଖଣ୍ଡାରେ ହଣାହଣି ହୋଇ ମରିବେ।”