Biblia Todo Logo
Bib sou entènèt

- Piblisite -




ମାର୍କ 14:10 - ପବିତ୍ର ବାଇବଲ

10 ତା'ପରେ ବାରଜଣ ଯାକ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ରେରିତର ନାମ ଥିଲା ଇଷ୍କାରିୟୋତ ଯିହୂଦା। ସେ ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବାକୁ ଗ୍ଭହୁଁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଥିରେ ଦ୍ଵାଦଶଙ୍କ ମଧ୍ୟରୁ ଇଷ୍କାରିୟୋତ ଯିହୂଦା ନାମକ ଜଣେ ତାହାଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

10 ସେଥିରେ ବାର ଶିଷ୍ୟଙ୍କ ମଧ୍ୟରୁ ଇଷ୍କାରିୟୋତ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯୀଶୁଙ୍କ ଦ୍ୱାଦଶ ଶିଷ୍ୟ ମଧ୍ୟରୁ ଇଷ୍କରିୟୋଥ୍ ଯିହୁଦା ନାମକ ଜଣେ ଶିଷ୍ୟ ଯୀଶୁଙ୍କୁ ଧରାଇ ଦେବା ପାଇଁ ମୁଖ୍ୟ ପୁରୋହିତମାନଙ୍କ ନିକଟକୁ ଯାଇ ପ୍ରସ୍ତାବ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।

Gade chapit la Kopi




ମାର୍କ 14:10
10 Referans Kwoze  

ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।


ଯିହୂଦା ଯୀଶୁ ଦେଇଥିବା ରୋଟୀ ଗ୍ରହଣ କଲେ। ତା'ପରେ ଯିହୂଦା ବାହାରି ଗ୍ଭଲିଗଲେ। ସେତେବେଳେ ରାତ୍ରି ହୋଇଥିଲା।


ଉ‌‌‌‌‌‌‌ଦ୍‌‌ଯୋଗୀ ଶିମୋନ ଓ ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।


ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି। କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।


ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।


ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।


Swiv nou:

Piblisite


Piblisite