Biblia Todo Logo
Bib sou entènèt

- Piblisite -




ମାର୍କ 14:16 - ପବିତ୍ର ବାଇବଲ

16 ତା'ପରେ ଶିଷ୍ୟମାନେ ସେଠାରୁ ନଗରକୁ ଗ୍ଭଲିଗଲେ। ଯୀଶୁ ସେମାନଙ୍କୁ ଯାହା କହିଥିଲେ, ସବୁକଥା ସେହିପରି ଘଟିଲା। ସେଠାରେ ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେ ଦୁଇଜଣ ଶିଷ୍ୟ ସହରକୁ ଗଲେ ଏବଂ ଯୀଶୁ କହିବା ଅନୁଯାୟୀ ସବୁ କଥା ଦେଖିଲେ। ସେଠାରେ ସେମାନେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

Gade chapit la Kopi




ମାର୍କ 14:16
6 Referans Kwoze  

ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତେବେଳେ ଏସବୁ ଘଟିବାର ସମୟ ଆସିବ, ସେତେବେଳେ ତୁମ୍ଭେମାନେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି। “ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ଆରମ୍ଭରୁ ଏସବୁ କଥା ତୁମ୍ଭମାନଙ୍କୁ କହି ନ ଥିଲି।


ପିତର ଓ ଯୋହନ ବାହାରି ଗଲେ। ଯୀଶୁ ଯେଭଳି କହିଥିଲେ, ସବୁ ଘଟଣା ସେହିଭଳି ଘଟିଲା। ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।


ତା'ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?” ପ୍ରେରିତମାନେ କହିଲେ, “ନା।”


ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲାରେ ସମସ୍ତ ବ୍ୟବସ୍ଥା ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବେ। ତୁମ୍ଭେ ସେହିଠାରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।”


ସନ୍ଧ୍ୟା ବେଳକୁ ଯୀଶୁ ବାରଜଣଯାକ ପ୍ରେରିତଙ୍କୁ ସାଙ୍ଗରେ ଧରି ସେଠାରେ ଯାଇ ପହଞ୍ଚିଲେ।


ତେଣୁ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି। ଦିନ ବେଳେ ମୁଁ ମୋର ଗଣ୍ଠିଲିପତ୍ର ସଜାଡ଼ିଲି, ସତେ ଯେପରି ନିର୍ବାସନକୁ ଯିବି। ଏବଂ ସନ୍ଧ୍ୟାବେଳେ ମୁଁ କାନ୍ଥରେ ଗୋଟିଏ ଗାତ ଖୋଳିଲି। ଏହା ମୁଁ ଅନ୍ଧାରରେ ନେଲି ଓ ସେମାନଙ୍କ ଉପସ୍ଥିତିରେ କାନ୍ଧରେ ବହିଲି।


Swiv nou:

Piblisite


Piblisite