ମାର୍କ 14:2 - ପବିତ୍ର ବାଇବଲ2 ସେମାନେ କହିଲେ, “ଆମ୍ଭେ କିନ୍ତୁ ପର୍ବ ସମୟରେ ଯୀଶୁଙ୍କୁ ବନ୍ଦୀ କରି ପାରିବା ନାହିଁ। ତା’ କଲେ ଲୋକମାନେ ରାଗିଯାଇ ଦଙ୍ଗା ହାଙ୍ଗାମା କରି ପାରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ତଗୋଳ ହେବ। Gade chapit laଓଡିଆ ବାଇବେଲ2 କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ । Gade chapit laପବିତ୍ର ବାଇବଲ (CL) NT (BSI)2 ସେମାନେ କହିଲେ, “ପର୍ବ ସମୟରେ ଏ କାର୍ଯ୍ୟ କରିବା ନାହିଁ, କାର ସେତେବେଳେ ଲୋକେ ଗଣ୍ଡଗୋଳ କରିପାରନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ। Gade chapit la |