Biblia Todo Logo
Bib sou entènèt

- Piblisite -




ମାର୍କ 15:11 - ପବିତ୍ର ବାଇବଲ

11 କିନ୍ତୁ ପ୍ରଧାନଯାଜକମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ପୀଲାତଙ୍କୁ କୁହନ୍ତୁ ବାର‌ବ୍‌ବାକୁ ମୁକ୍ତ କରିବା ପାଇଁ, କିନ୍ତୁ ଯୀଶୁଙ୍କୁ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କିନ୍ତୁ ବାରବ୍ବାକୁ ମୁକ୍ତ କରିବା ଲାଗି ପିଲାତଙ୍କଠାରୁ ଦାବୀ ଜଣାଇବାକୁ ମୁଖ୍ୟ ପୁରୋହିତମାନେ ଜନତାକୁ ମତାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।

Gade chapit la Kopi




ମାର୍କ 15:11
6 Referans Kwoze  

ତୁମ୍ଭେମାନେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ୱୀକାର କଲ ଓ ଜଣେ ହତ୍ୟାକାରୀକୁ ତାହାଙ୍କ ବଦଳରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦେବା ପାଇଁ ଗ୍ଭହିଁଲ।


ମାତ୍ର ଯିହୂଦୀମାନେ ଚିତ୍କାର କଲେ, “ନା, ଏ ଲୋକକୁ ନୁହେଁ। ବାର‌ବ୍‌ବାକୁ ମୁକ୍ତି ଦିଅ।” ଏହି ବାର‌ବ୍‌ବା ଜଣେ ଡକାୟତ ଥିଲା।


କିନ୍ତୁ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ବାର‌‌‌‌‌ବ୍‌‌‌‌‌ବାଙ୍କୁ ମୁକ୍ତ କରିବା ପାଇଁ ଓ ଯୀଶୁଙ୍କୁ ମାରିଦେବା ପାଇଁ ଅନୁରୋଧ କରନ୍ତୁ।


“ପୁରୋହୀତଗଣ, ଇସ୍ରାଏଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଦୋଷୀ ବୋଲି ବିଗ୍ଭରିତ ହୋଇଛ। “ତୁମ୍ଭେମାନେ ମି‌‌ସ୍‌‌ପା ପର୍ବତର ଯନ୍ତା ଓ ତାବୋର ପର୍ବତର ପାଦଦେଶରେ ବିଛାଯାଇଥିବା ଜାଲ ସଦୃଶ ଥିଲ।


ପୀଲାତ ଏ କଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ୱିତ ହୋଇ ଯୀଶୁଙ୍କୁ ତାହାଙ୍କ ହାତରେ ସମର୍ପଣ କରି ଦେଇଛନ୍ତି।


ପୀଲାତ ଲୋକମାନଙ୍କୁ ଆହୁରି ଥରେ ପଗ୍ଭରିଲେ, “ତୁମ୍ଭେମାନେ ଯାହାକୁ ଯିହୂଦୀମାନଙ୍କର ରାଜା ବୋଲି କହୁଛ, ମୁଁ ତାହାଙ୍କ ପ୍ରତି କ’ଣ କରିବା ପାଇଁ ତୁମ୍ଭେମାନେ ଗ୍ଭହୁଁଛ?”


Swiv nou:

Piblisite


Piblisite