ମାର୍କ 15:16 - ପବିତ୍ର ବାଇବଲ16 ସୈନ୍ୟମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନେଇଗଲେ। ସେମାନେ ଅନ୍ୟ ସମସ୍ତ ସୈନ୍ୟମାନଙ୍କୁ ଏକାଠି ଡାକିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍, ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ। Gade chapit laଓଡିଆ ବାଇବେଲ16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ସୈନିକମାନେ ଯୀଶୁଙ୍କୁ ପିଲାତଙ୍କ ପ୍ରାସାଦର ପ୍ରାଙ୍ଗଣକୁ ନେଇଗଲେ। ସେଠାରେ ସୈନିକମାନେ ସମସ୍ତେ ଏକତ୍ର ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ। Gade chapit la |