Biblia Todo Logo
Bib sou entènèt

- Piblisite -




ମାର୍କ 15:2 - ପବିତ୍ର ବାଇବଲ

2 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ତାହା ସତ୍ୟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀ-ମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ପିଲାତ ଯୀଶୁଙ୍କୁ ପଚାରିଲେ, “ତୁମେ କଅଣ ଇହୁଦୀମାନଙ୍କର ରାଜା?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”

Gade chapit la Kopi




ମାର୍କ 15:2
11 Referans Kwoze  

ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି, ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।”


ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି।


ଯୀଶୁଙ୍କ ବିରୁଦ୍ଧରେ ଗୋଟିଏ ଅଭିଯୋଗପତ୍ର ଫଳକ ଉପରେ ଲେଖା ଯାଇଥିଲା ଏ “ଯିହୂଦୀମାନଙ୍କର ରାଜା।”


ତା'ପରେ ସେମାନେ ତାହାଙ୍କୁ ସ୍ୱାଗତ କରି ଥଟ୍ଟାରେ କହିଲେ, ହେ ଯିହୂଦୀମାନଙ୍କର ରାଜା, କହି ପ୍ରଣାମ କଲେ।


ପୀଲାତ ଲୋକମାନଙ୍କୁ ଆହୁରି ଥରେ ପଗ୍ଭରିଲେ, “ତୁମ୍ଭେମାନେ ଯାହାକୁ ଯିହୂଦୀମାନଙ୍କର ରାଜା ବୋଲି କହୁଛ, ମୁଁ ତାହାଙ୍କ ପ୍ରତି କ’ଣ କରିବା ପାଇଁ ତୁମ୍ଭେମାନେ ଗ୍ଭହୁଁଛ?”


ପୀଲାତ ଲୋକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କ’ଣ ଗ୍ଭହୁଁଛ ଯେ ମୁଁ ତୁମ୍ଭମାନଙ୍କ ପାଇଁ ଯିହୂଦୀମାନଙ୍କ ରାଜାଙ୍କୁ ଛାଡ଼ି ଦିଏ?”


ପ୍ରଧାନଯାଜକମାନେ ଅନେକ ବିଷୟରେ ଯୀଶୁଙ୍କୁ ଅଭିଯୁକ୍ତ କଲେ।


Swiv nou:

Piblisite


Piblisite