ମାର୍କ 16:11 - ପବିତ୍ର ବାଇବଲ11 ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ଯେ ଜୀବିତ ଅଟନ୍ତି ଓ ତାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ଵାସ କଲେ ନାହିଁ। Gade chapit laଓଡିଆ ବାଇବେଲ11 ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)11 ଯୀଶୁ ଜୀବିତ ହୋଇଛନ୍ତି ଓ ସେ ତାଙ୍କୁ ଦେଖିଛନ୍ତି, ଏକଥା ମରିୟମ କହିବାରୁ ସେମାନେ ତାଙ୍କ କଥାକୁ ବିଶ୍ୱାସ କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ। Gade chapit la |