Biblia Todo Logo
Bib sou entènèt

- Piblisite -




ମାର୍କ 16:5 - ପବିତ୍ର ବାଇବଲ

5 ସେମାନେ କବର ଭିତରକୁ ଗଲେ। ସେଠାରେ ସେମାନେ ଧଳା ପୋଷାକ ପିନ୍ଧିଥିବା ଜଣେ ଯୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲେ। ସେମାନେ ଡରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ଵରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ଵିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପୁଣି କବର ଭିତରକୁ ଯାଇ ଦେଖିଲେ ଯେ ସେଠାରେ ଶୁକ୍ଲବସ୍ତ୍ର ପରିହିତ ଜଣେ ଯୁବକ କବରର ଦକ୍ଷିଣ ପାଶ୍ୱର୍ରେ ବସିଛନ୍ତି। ଏସବୁ ଦେଖି ସେମାନେ ଭୟଭୀତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।

Gade chapit la Kopi




ମାର୍କ 16:5
14 Referans Kwoze  

ଏହା ପରେ ଅନ୍ୟଶିଷ୍ୟ ଜଣକ ମଧ୍ୟ ଭିତରକୁ ଗଲେ, ସେହି ଶିଷ୍ୟ ଜଣକ କବର ପାଖରେ ଆଗ ପହଞ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ୱାସ କଲେ।


ସ୍ୱର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମଭଳି ଧଳା ଥିଲା।


ଜିଖରିୟ ସ୍ୱର୍ଗଦୂତଙ୍କୁ ଦେଖିବା ମାତ୍ରେ ବିଚଳିତ ଓ ବହୁତ ଭୟଭୀତ ହେଲେ।


ଯେତେବେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବାକୁ ତାହାଙ୍କ ପାଖକୁ ଦୌଡ଼ିଗଲେ।


ତା'ପରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ କାରଣ ତୁମ୍ଭେ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କର ସାକ୍ଷାତରେ ନିଜକୁ ନମ୍ର କଲ। ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଯାଇଛି। ମୁଁ ତୁମ୍ଭ ପାଖକୁ ଆସିଲି କାରଣ ତୁମ୍ଭେ ପ୍ରାର୍ଥନା କରି ଆସୁଅଛି।


ମନୁଷ୍ୟାକୃତି ସ୍ୱର୍ଗଦୂତ ଗାବ୍ରିଏଲ ମୋ’ ନିକଟକୁ ଆସିଲେ। ମୁଁ ଭୟଭୀତ ହୋଇ ତାଙ୍କ ପାଦତଳେ ପଡ଼ିଗଲି। ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ବୁଝ, ଏହି ଦର୍ଶନ ଶେଷକାଳ ବିଷୟକ ଅଟେ।”


ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।”


ସେ ପିତର, ଯାକୁବ ଓ ଯୋହନଙ୍କୁ ତାହାଙ୍କ ସହିତ ଆସିବାକୁ କହିଲେ। ତା'ପରେ ଯୀଶୁ ଅତ୍ୟଧିକ ବିଚଳିତ ଓ ଦୁଃଖରେ ପୂର୍ଣ୍ଣ ହେବାକୁ ଲାଗିଲେ,


ତା'ପରେ ସେମାନେ ସେ ଆଡ଼କୁ ଗ୍ଭହିଁଲେ। ସେମାନେ ଦେଖିଲେ ଯେ, ସେହି ବଡ଼ ପଥରଟି ସେଠାରୁ ଘୁଞ୍ଚା ଯାଇଛି।


Swiv nou:

Piblisite


Piblisite