Biblia Todo Logo
Bib sou entènèt

- Piblisite -




ମାର୍କ 16:9 - ପବିତ୍ର ବାଇବଲ

9 ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେଲେ। ସର୍ବ ପ୍ରଥମେ ସେ ମ‌ଗ୍‌ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ସେ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ]।

Gade chapit la Kopi

ଓଡିଆ ବାଇବେଲ

9 [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରିୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ]।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ ରବିବାର ଦିନ ପ୍ରତ୍ୟୁଷରେ ପୁନରୁତ୍ôଥତ ହେବା ପରେ ପ୍ରଥମେ ମଗଦଲିନୀ ମରିୟମଙ୍କୁ ଦର୍ଶନ ଦେଇଥିଲେ। ଏହି ମରିୟମଙ୍କଠାରୁ ସେ ସାତୋଟି ଭୂତ ଛଡ଼ାଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।

Gade chapit la Kopi




ମାର୍କ 16:9
12 Referans Kwoze  

କେତେକ ସ୍ତ୍ରୀଲୋକ ମଧ୍ୟ ତାହାଙ୍କ ସାଙ୍ଗରେ ଥିଲେ। ସେମାନଙ୍କୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣକର ନାଁ ଥିଲା ମରିୟମ। ସେ ମ‌ଗ୍‌ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତୋଟି ଭୂତ ବାହାର କରା ଯାଇଥିଲା।


ସେ ଦୁଇଜଣ ସ୍ୱର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠାରେ ଥିଲା, ତାହା ପାଖରେ ବସିବାର ଦେଖିଲେ। ଜଣେ ସ୍ୱର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗାରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗାରେ ବସିଥିଲେ।


ମ‌ଗ୍‌ଦଲୀନୀ ମରିୟମ ଓ ଯୋସିଙ୍କ ମା ଯୀଶୁଙ୍କୁ ଯେଉଁଠାରେ ରଖାଗଲା, ସେହି ସ୍ଥାନଟି ଦେଖିଲେ।


ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ।


ସେମାନଙ୍କ ମଧ୍ୟରେ ମ‌ଗ୍‌‌ଦଲିନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମା ମରିୟମ ଓ ଜେବଦୀଙ୍କ ପୁତ୍ରମାନ (ଯାକୁବ ଓ ଯୋହନ) ଙ୍କ ମା ଥିଲେ।


କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା।


ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।


ପ୍ରତ୍ୟେକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ଆୟ ଅନୁଯାୟୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭେମାନେ ଏହାକୁ ଗୋଟିଏ ବିଶେଷ ସ୍ଥାନରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖରେ ପହଞ୍ଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।


ଆମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହେବା ବେଳେ ପାଉଲ ସେମାନଙ୍କୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଗ୍ଭଲିଯିବା ପାଇଁ ଯୋଜନା କରି ମଧ୍ୟରାତ୍ରି ପର୍ଯ୍ୟନ୍ତ ସେମାନଙ୍କୁ ଉପଦେଶ ଦେଲେ।


ସେହି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟରେ ଅଭିଭୂତ ହୋଇ ଯାଉଥିଲେ। ସେମାନେ କବରରୁ ବାହାରି ଦୌଡ଼ି ପଳାଇଲେ, କିନ୍ତୁ ଭୟଭୀତ ହୋଇ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ। କେତେକ ପୁରୁଣା ଗ୍ରୀକ୍ ପ୍ରତିରେ ପଦସଂଖ୍ୟା ଆଠରେ ହିଁ ମାର୍କ ଲିଖିତ ସୁସମାଗ୍ଭର ସମାପ୍ତ ହୋଇଛି।


ନାମାନ୍ ନିଜର ପ୍ରଭୁ ଅରା‌ମ୍‌ର ରାଜାଙ୍କ ନିକଟକୁ ଯାଇ ଇସ୍ରାଏଲୀୟ ବାଳିକା ଯାହା କହିଥିଲେ ସବୁ କହିଲେ।


Swiv nou:

Piblisite


Piblisite