Biblia Todo Logo
Bib sou entènèt

- Piblisite -




ମାର୍କ 2:11 - ପବିତ୍ର ବାଇବଲ

11 “ମୁଁ ତୁମ୍ଭକୁ କହୁଛି, ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।

Gade chapit la Kopi

ଓଡିଆ ବାଇବେଲ

11 ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଏହାପରେ ଯୀଶୁ ସେହି ରୋଗୀକୁ କହିଲେ, “ମୁଁ ତୁମକୁ କହୁଛି, ଉଠ; ତୁମର ବିଛଣା ନେଇ ଘରକୁ ଯାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।”

Gade chapit la Kopi




ମାର୍କ 2:11
5 Referans Kwoze  

ସେହି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢ଼େଇ ଲୋକଟିକୁ ଛୁଇଁଦେଲେ ଓ କହିଲେ, “ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଗ୍ଭହୁଁଛି, ତୁମ୍ଭେ ସୁସ୍ଥ ହୋଇଯାଅ।”


ଶରୀର ମନୁଷ୍ୟକୁ ଜୀବନ ଦାନ କରେ ନାହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।


କିନ୍ତୁ, ମୁଁ ତୁମ୍ଭ ଆଗରେ ପ୍ରମାଣିତ କରିଦେବି ଯେ, ଏହି ପୃଥିବୀରେ ମନୁଷ୍ୟପୁତ୍ରଙ୍କର ପାପଗୁଡ଼ିକୁ କ୍ଷମା କରିବା ଶକ୍ତି ଅଛି।” ତା'ପରେ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ,


ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଆମ୍ଭେମାନେ ଏଭଳି ଆଶ୍ଚର୍ଯ୍ୟ ଘଟଣା କେବେ ହେଲେ ଦେଖି ନ ଥିଲୁ।”


Swiv nou:

Piblisite


Piblisite