Biblia Todo Logo
Bib sou entènèt

- Piblisite -




ମାର୍କ 2:14 - ପବିତ୍ର ବାଇବଲ

14 ଯୀଶୁ ଯାଉଥିବା ସମୟରେ କରଆଦାୟ ସ୍ଥାନରେ ବସି ଥିବା ଆଲଫିଙ୍କ ପୁଅ ଲେବିଙ୍କୁ ଦେଖି ସେ କହିଲେ, “ମୋତେ ଅନୁସରଣ କର।” ତା'ପରେ ଲେବି ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଯାଉ ଯାଉ ଯୀଶୁ ଆଲଫିଙ୍କ ପୁତ୍ର ଲେବୀଙ୍କି କରଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର। ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେ ସେଠାରୁ ଚାଲିଯିବା ବାଟରେ ଆଲଫିଙ୍କ ପୁତ୍ର କରଆଦାୟକାରୀ ଲେବୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ବସିଥିବା ଦେଖିଲେ। ଯୀଶୁ ତାଙ୍କୁ କହିଲେ, “ମୋ’ ପଛେ ପଛେ ଆସ।” ଲେବୀ ଉଠି ତାଙ୍କର ଅନୁଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।

Gade chapit la Kopi




ମାର୍କ 2:14
9 Referans Kwoze  

ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଶିମୋନ ଯାହାଙ୍କୁ ଉ‌ଦ୍‌ଯୋଗୀ ବୋଲି କୁହନ୍ତି।


ଆନ୍ଦ୍ରିୟ, ଫିଲି‌ପ୍‌ପ, ବାର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ବା ଉ‌ଦ୍‌ଯୋଗୀ ଶିମୋନ ଜିଲୋଟ


ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲି‌ପ୍‌ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।


କିନ୍ତୁ ଯୀଶୁ ତାହାକୁ କହିଲେ, “ମୋର ଅନୁସରଣ କର, ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।”


ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲେବିଙ୍କ ଘରେ ଖାଉଥିବା ସମୟରେ, ସେମାନଙ୍କ ସହିତ ଅନେକ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ୟ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନେକ ଲୋକ ମଧ୍ୟ ସେଠାରେ ଥିଲେ।


Swiv nou:

Piblisite


Piblisite