Biblia Todo Logo
Bib sou entènèt

- Piblisite -




ମାର୍କ 2:18 - ପବିତ୍ର ବାଇବଲ

18 ଯୋହନଙ୍କ ଶିଷ୍ୟ ଓ ଫାରୂଶୀମାନେ ଉପବାସ କରୁଥିଲେ। କେତେକ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, “ଯୋହନଙ୍କ ଶିଷ୍ୟମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ୟମାନେ କାହିଁକି ଉପବାସ କରୁ ନାହାନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀ-ମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?

Gade chapit la Kopi

ଓଡିଆ ବାଇବେଲ

18 ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଥରେ ଜଳଦୀକ୍ଷାଦାତା ଯୋହନଙ୍କ ଶିଷ୍ୟମାନେ ଓ ଫାରୁଶୀମାନେ ଉପବାସ କରୁଥିଲାବେଳେ, କେତେ ଜଣ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଯୋହନ ଓ ଫାରୁଶୀମାନଙ୍କ ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ କାହିଁକି ଉପବାସ କରନ୍ତି ନାହିଁ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?

Gade chapit la Kopi




ମାର୍କ 2:18
8 Referans Kwoze  

ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’


ତା'ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ, ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁ ନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନରେ କରାଯାଇଥିବା କାମଗୁଡ଼ିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ।


“ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି।


ସେମାନେ ଜାଣି ନ ଥିଲେ ଯେ, ପରମେଶ୍ୱର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କରନ୍ତି। ସେମାନେ ଧାର୍ମିକ ହେବା ପାଇଁ ନିଜର ଉପାୟ ଦ୍ୱାରା ଚେଷ୍ଟା କଲେ। ଅତଏବ ସେମାନେ ଧାର୍ମିକତା ବୋଲି ଗଣିତ ପରମେଶ୍ୱରଙ୍କ ମାର୍ଗର ଅନୁସରଣ କଲେ ନାହିଁ।


“କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି।


ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି।


Swiv nou:

Piblisite


Piblisite