ମାର୍କ 3:1 - ପବିତ୍ର ବାଇବଲ1 ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। Gade chapit laଓଡିଆ ବାଇବେଲ1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)1 ଯୀଶୁ ସମାଜ ଗୃହକୁ ଫେରିଗଲେ। ସେଠାରେ ଜଣେ ଲୋକ ଥିଲା। ତା’ର ହାତ ଶୁଖି ଅଚଳ ହୋଇ ଯାଇଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। Gade chapit la |