Biblia Todo Logo
Bib sou entènèt

- Piblisite -




ମାର୍କ 3:14 - ପବିତ୍ର ବାଇବଲ

14 ଯୀଶୁ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛି ପ୍ରେରିତ ବୋଲି ନାମିତ କଲେ। ଯୀଶୁ ଗ୍ଭହୁଁଥିଲେ ଯେ ସେମାନେ ତାହାଙ୍କ ସହିତ ରହିବେ। ସେ ସେମାନଙ୍କୁ ପ୍ରଗ୍ଭର ଉଦ୍ଦେଶ୍ୟରେ ଅନ୍ୟ ସ୍ଥାନ ଗୁଡ଼ିକୁ ପଠାଇବେ ଓ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେ ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେ ବାର ଜଣଙ୍କୁ ମନୋନୀତ କରି ପ୍ରେରିତ ଶିଷ୍ୟ ଆଖ୍ୟା ଦେଲେ। ସେମାନଙ୍କୁ ସେ କହିଲେ, “ମୋ’ ସଙ୍ଗରେ ରହିବାକୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଛି ଏବଂ ପ୍ରଚାର କରିବା ପାଇଁ ତୁମ୍ଭମାନଙ୍କୁ ପ୍ରେରଣ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,

Gade chapit la Kopi




ମାର୍କ 3:14
11 Referans Kwoze  

କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”


“ତୁମ୍ଭେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ଯ୍ୟ ଦେଇଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଗ୍ଭହେଁ, ତୁମ୍ଭ ଜୀବନରେ ଏହି ଫଳ ଲାଗିରହୁ। ସେଥିରେ ମୋ’ ନାମ ନେଇ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦେବେ।


ପ୍ରେରିତ ପାଉଲଙ୍କ ନିକଟରୁ ପତ୍ର। ମୁଁ ପ୍ରେରିତ ହେବା ପାଇଁ ମନୁଷ୍ୟ ଦ୍ୱାରା ବଛା ଯାଇ ନାହିଁ କି ମନୁଷ୍ୟ ଦ୍ୱାରା ପଠାଯାଇ ନାହିଁ। ମାତ୍ର ମୁଁ ଯୀଶୁ ଖ୍ରୀଷ୍ଟ ଓ ପରମପିତା ପରମେଶ୍ୱରଙ୍କ ଦ୍ୱାରା ପ୍ରେରିତ ଭାବେ ନିଯୁକ୍ତି ପାଇଛି। ସେହି ପରମପିତା ହିଁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ।


ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।


ତା'ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ।


ଲୋକମାନଙ୍କ ଦେହରୁ ଭୁତମାନଙ୍କୁ ତଡ଼ିଦେବା ପାଇଁ ସେମାନଙ୍କର ଅଧିକାର ରହିବ।


ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ।


Swiv nou:

Piblisite


Piblisite