Biblia Todo Logo
Bib sou entènèt

- Piblisite -




ମାର୍କ 3:19 - ପବିତ୍ର ବାଇବଲ

19 ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଇଷ୍କାରିୟତ ଯିହୂଦା (ପରେ ଯେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କଲା।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।

Gade chapit la Kopi




ମାର୍କ 3:19
13 Referans Kwoze  

ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।


ଯୀଶୁ ଶିମୋନ ଇଷ୍କାରିୟୋତର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଥିଲେ। ସେ ବାରଜଣଙ୍କ ମଧ୍ୟରୁ ଜଣେ ଥିଲା। ପରେ ସେହି ଯିହୂଦା ତାହାଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଥିଲା।


କିନ୍ତୁ ତୁମ୍ଭ ଭିତରୁ କେତେକ ବିଶ୍ୱାସ କରୁ ନାହଁ। ଯୀଶୁ ବିଶ୍ୱାସ ନ କରୁଥିବା ଲୋକଙ୍କୁ ପ୍ରଥମରୁ ଜାଣିଥିଲେ ଏବଂ ପରେ ଯିଏ ବିଶ୍ୱାସଘାତକତା କରିବ ସେହି ଲୋକକୁ ମଧ୍ୟ ସେ ଜାଣିଥିଲେ।


ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ।


ଉ‌‌‌‌‌‌‌ଦ୍‌‌ଯୋଗୀ ଶିମୋନ ଓ ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।


ଆନ୍ଦ୍ରିୟ, ଫିଲି‌ପ୍‌ପ, ବାର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ବା ଉ‌ଦ୍‌ଯୋଗୀ ଶିମୋନ ଜିଲୋଟ


ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ।


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?”


Swiv nou:

Piblisite


Piblisite