ମାର୍କ 3:21 - ପବିତ୍ର ବାଇବଲ21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି। Gade chapit laପବିତ୍ର ବାଇବଲ (Re-edited) - (BSI)21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ନେଇଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି। Gade chapit laଓଡିଆ ବାଇବେଲ21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି । Gade chapit laପବିତ୍ର ବାଇବଲ (CL) NT (BSI)21 ଯୀଶୁଙ୍କର ମତିଭ୍ରମ ହୋଇଛି ବୋଲି ଲୋକମାନେ କହୁଥିବା ଶୁଣି, ଯୀଶୁଙ୍କ ଆତ୍ମୀୟମାନେ ତାଙ୍କୁ ଧରିନେଇ ଯିବାକୁ ଆସିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି। Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”