Biblia Todo Logo
Bib sou entènèt

- Piblisite -




ମାର୍କ 3:23 - ପବିତ୍ର ବାଇବଲ

23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?

Gade chapit la Kopi

ଓଡିଆ ବାଇବେଲ

23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ ସେମାନଙ୍କୁ ଡ଼ାକି ରୂପକ ଛଳରେ ବୁଝାଇ କହିଲେ, “ଶୟତାନ କିପରି ଶୟତାନକୁ ବିତାଡ଼ିତ କରିପାରିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?

Gade chapit la Kopi




ମାର୍କ 3:23
10 Referans Kwoze  

ଯୀଶୁ ସବୁକିଛି କାହାଣୀ ମାଧ୍ୟମରେ କହୁଥିଲେ। ବାସ୍ତବରେ ସେ ସେମାନଙ୍କୁ କାହାଣୀ ମାଧ୍ୟମ ଛଡ଼ା କିଛି କହୁ ନ ଥିଲେ।


ଯୀଶୁ ଡଙ୍ଗାରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସେମାନଙ୍କୁ ଉପଦେଶ ଦେବା ପାଇଁ ଅନେକଗୁଡ଼ିଏ ଦୃଷ୍ଟାନ୍ତ କଥାର ପ୍ରୟୋଗ କଲେ। ତାହାଙ୍କ ଶିକ୍ଷାରେ ସେ କହିଲେ,


ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ। ତାହାଙ୍କରହିଁ ସେବା କର!


ମୁଁ ସେ ସବୁ ଯେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।


ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ, “ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା।


ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ।


ଯୀଶୁ କହିଲେ, “କେବଳ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ନିଗୂଢ଼ତତ୍ତ୍ୱ ବୁଝି ପାରିବା ପାଇଁ ଶକ୍ତି ଦିଆଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ୟମରେ ସବୁକଥା କହୁଛି।


ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।


Swiv nou:

Piblisite


Piblisite