ମାର୍କ 3:25 - ପବିତ୍ର ବାଇବଲ25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ। Gade chapit laଓଡିଆ ବାଇବେଲ25 ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)25 ଗୋଟିଏ ପରିବାରର ଲୋକେ ଯଦି ବିଭିନ୍ନ ଦଳରେ ବିଭକ୍ତ ହୋଇ ପରସ୍ପରର ବିରୁଦ୍ଧାଚରଣ କରନ୍ତି, ସେହି ପରିବାର ଭାଙ୍ଗିଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ। Gade chapit la |