Biblia Todo Logo
Bib sou entènèt

- Piblisite -




ମାର୍କ 3:26 - ପବିତ୍ର ବାଇବଲ

26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେହିପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି।

Gade chapit la Kopi

ଓଡିଆ ବାଇବେଲ

26 ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେହିପରି ଯଦି ଶୟତାନର ରାଜ୍ୟ ବିଭକ୍ତ ହୁଏ, ତେବେ ସେହି ରାଜ୍ୟ ତିଷ୍ଠି ପାରିବ ନାହିଁ, ଖଣ୍ଡ ବିଖଣ୍ଡ ହୋଇ ଧ୍ୱଂସ ପାଇଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି।

Gade chapit la Kopi




ମାର୍କ 3:26
2 Referans Kwoze  

ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ। ତାହାଙ୍କରହିଁ ସେବା କର!


ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ।


Swiv nou:

Piblisite


Piblisite