ମାର୍କ 3:6 - ପବିତ୍ର ବାଇବଲ6 ତା’ ହାତ ଭଲ ହୋଇଗଲା। ତା'ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ସେହିକ୍ଷଣି ଫାରୁଶୀମାନେ ସମାଜ ଗୃହରୁ ବାହାରି ଯାଇ ଯୀଶୁଙ୍କୁ ହତ୍ୟା କରିବା ପାଇଁ ‘ହେରୋଦୀୟ’ ଦଳର ଲୋକମାନଙ୍କ ସହିତ ମନ୍ତ୍ରଣା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ। Gade chapit la |