ମାର୍କ 4:18 - ପବିତ୍ର ବାଇବଲ18 “ଆଉ କେତେକ ଲୋକ କଣ୍ଟାବୁଦାଗୁଡ଼ିକରେ ପଡ଼ି ଯାଇଥିବା ବୀଜ ଭଳି। ଏମାନେ ବାକ୍ୟ ଶୁଣନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପି ପକାଏ ଓ ତାହା ଫଳହୀନ ହୁଏ, Gade chapit laଓଡିଆ ବାଇବେଲ18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ, Gade chapit laପବିତ୍ର ବାଇବଲ (CL) NT (BSI)18 କଣ୍ଟାବୁଦାରେ ପଡ଼ିଥିବା ବିହନ ପରି ସେହି ବାର୍ତ୍ତାକୁ ଆଉ କେତେକ ଲୋକ ଶୁଣନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ, Gade chapit la |