Biblia Todo Logo
Bib sou entènèt

- Piblisite -




ମାର୍କ 4:2 - ପବିତ୍ର ବାଇବଲ

2 ଯୀଶୁ ଡଙ୍ଗାରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସେମାନଙ୍କୁ ଉପଦେଶ ଦେବା ପାଇଁ ଅନେକଗୁଡ଼ିଏ ଦୃଷ୍ଟାନ୍ତ କଥାର ପ୍ରୟୋଗ କଲେ। ତାହାଙ୍କ ଶିକ୍ଷାରେ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ଯୀଶୁ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ !

Gade chapit la Kopi

ଓଡିଆ ବାଇବେଲ

2 ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଯୀଶୁ ଗଳ୍ପ ଛଳରେ ସେମାନଙ୍କୁ ଶିକ୍ଷା ଦେଲେ। ସେ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!

Gade chapit la Kopi




ମାର୍କ 4:2
15 Referans Kwoze  

ଯୀଶୁ କହିଲେ, “କେବଳ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ନିଗୂଢ଼ତତ୍ତ୍ୱ ବୁଝି ପାରିବା ପାଇଁ ଶକ୍ତି ଦିଆଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ୟମରେ ସବୁକଥା କହୁଛି।


ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?”


ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଗ୍ଭରିଲେ, “ତୁମ୍ଭେ ସେମାନଙ୍କୁ ଦୃଷ୍ଟାନ୍ତ ମାଧ୍ୟମରେ କାହିଁକି ଶିକ୍ଷା ଦେଉଛ?”


ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ, “ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା।


ଯୀଶୁ ଶିକ୍ଷା ଦେଇ ଗ୍ଭଲିଥିଲେ। ସେ କହିଲେ, “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ସେମାନେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତେଣେ ବୁଲିବାକୁ ଭଲ ପାଆନ୍ତି। ସେମାନେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାରରେ ସମ୍ମାନ ଦେଖାନ୍ତୁ।


ଯୀଶୁଙ୍କ ଏହିସବୁ କଥା କହିବା ଶେଷ ହେଲା, ତାହାଙ୍କ ଉପଦେଶ ଶୁଣି ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।


ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।


ମୁଁ ସେ ସବୁ ଯେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।


ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ପ୍ରଶ୍ନ ପଗ୍ଭରିଲେ। ସେ ଯୀଶୁଙ୍କୁ ତାହାଙ୍କ ଶିକ୍ଷା ବିଷୟରେ ପ୍ରଶ୍ନ କଲେ।


“ଶୁଣ, ଜଣେ ଗ୍ଭଷୀ ବୀଜ ବୁଣିବାକୁ ବାହାରିଲା।”


ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ିଦେଲେ। ସେ ଯିହୂଦା ଅଞ୍ଚଳ ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖରେ ଜମା ହୋଇଗଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।


ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।


Swiv nou:

Piblisite


Piblisite