Biblia Todo Logo
Bib sou entènèt

- Piblisite -




ମାର୍କ 4:22 - ପବିତ୍ର ବାଇବଲ

22 ତେବେ ଯାହାକିଛି ଲୁଚି ରହିଛି, ତାହା ସ୍ପଷ୍ଟ ହୋଇଯିବ। ଯାହାକିଛି ରହସ୍ୟ ହୋଇ ରହିଛି, ତାହା ପ୍ରକାଶ ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

22 କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯାହା ଲୁକ୍କାୟିତ ଅଛି, ତାହା ପ୍ରକାଶ ପାଇବ; ଯାହା ଆବୃତ ହୋଇ ରହିଛି, ତାହା ଅନାବୃତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି।

Gade chapit la Kopi




ମାର୍କ 4:22
10 Referans Kwoze  

ପ୍ରତ୍ୟେକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହେବ ଓ ପ୍ରକାଶ୍ୟକୁ ଅଣାଯିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାଯିବ ନାହିଁ, ଜ୍ଞାତ ହେବ ନାହିଁ ଓ ପ୍ରକାଶ୍ୟକୁ ଅଣା ଯିବ ନାହିଁ।


ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଗ୍ଭରରେ ଆଣିବେ।


ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।


କାରଣ ମୁଁ ତୁମ୍ଭମାନଙ୍କୁ ଆଗରେ ପରମେଶ୍ୱରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚରେ ଜଣାଇ ସାରିଛି।


ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ।


Swiv nou:

Piblisite


Piblisite