Biblia Todo Logo
Bib sou entènèt

- Piblisite -




ମାର୍କ 4:36 - ପବିତ୍ର ବାଇବଲ

36 ତେଣୁ ସେମାନେ ସବୁ ଲୋକଙ୍କୁ ସେଠାରେ ଛାଡ଼ିଦେଲେ। ଯେଉଁ ଡଙ୍ଗାରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ୟମାନେ ମଧ୍ୟ ଯାଇ ସେଥିରେ ବସିଲେ। ସେଠାରେ ଅନ୍ୟ ଡଙ୍ଗାଗୁଡ଼ିକ ମଧ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ତେଣୁ ସେମାନେ ଲୋକମାନଙ୍କୁ ଛାଡ଼ି ନୌକାରେ ଯାଇ ବସିଲେ। ସେଥିରେ ଯୀଶୁ ଆଗରୁ ବସିଥିଲେ। ସେମାନେ ନୌକା ବାହିବାକୁ ଲାଗିଲେ। ହ୍ରଦରେ ଆହୁରି ଅନେକ ନୌକା ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।

Gade chapit la Kopi




ମାର୍କ 4:36
8 Referans Kwoze  

ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ।


ଯୀଶୁ ଅନେକ ଲୋକଙ୍କୁ ଦେଖିଲେ, ଭିଡ଼ ହୋଇ ଯିବାରୁ ଲୋକମାନେ ଯେପରି ତାହାଙ୍କ ଆଡ଼କୁ ମାଡ଼ି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ୟମାନଙ୍କୁ ଗୋଟିଏ ଛୋଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।


ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ରେ ଗୋଟିଏ ଲୋକ କବର ମଧ୍ୟରୁ ବାହାରି ତାହାଙ୍କ ପାଖକୁ ଆସିଲା ତା’ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା।


ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ।


ଯୀଶୁ ନୌକାରେ ଯାଇ ବସିଲେ, ଏବଂ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁଗମନ କଲେ।


ତା'ପରେ ହ୍ରଦରେ ଗୋଟିଏ ଭୟଙ୍କର ଝଡ଼ ସୃଷ୍ଟି ହେଲା। ଡଙ୍ଗା ଆଡ଼କୁ ଢେଉ ମାଡ଼ି ଆସିଲା। ଡଙ୍ଗାରେ ପାଣି ପ୍ରାୟ ଭର୍ତ୍ତି ହୋଇଗଲା।


ତେଣୁ ସେମାନେ ଗୋଟିଏ ଡଙ୍ଗାରେ ବସି ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲିଗଲେ।


ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ଡଙ୍ଗାରେ ଚଢ଼ିଲେ। ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ହ୍ରଦ ଆରପାରିକି ଯିବା।” ଶିଷ୍ୟମାନେ ଡଙ୍ଗା ଖୋଲିଦେଲେ।


Swiv nou:

Piblisite


Piblisite