Biblia Todo Logo
Bib sou entènèt

- Piblisite -




ମାର୍କ 4:9 - ପବିତ୍ର ବାଇବଲ

9 ତା'ପରେ ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଯିଏ ଶୁଣୁଛି, ଶୁଣୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ ଏହି ଦୃଷ୍ଟାନ୍ତ ଶେଷ କରି କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ମନଦେଇ ଶୁଣୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”

Gade chapit la Kopi




ମାର୍କ 4:9
15 Referans Kwoze  

ଯେଉଁମାନେ ମୋ’ କଥା ଶୁଣୁଛ, ଶୁଣ।


ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।’’


ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।


ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।


ତୁମ୍ଭେମାନେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନ ଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସେତକ ମଧ୍ୟ ତା'ଠାରୁ ଛଡ଼ାଇ ନିଆଯିବ।”


ଯୀଶୁ ସମବେତ ହୋଇଥିବା ଲୋକମାନଙ୍କୁ ଡାକିଲେ। ସେ ସେମାନଙ୍କୁ କହିଲେ, “ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ।


ତୁମ୍ଭର ଯଦି କାନ ଅଛି, ତେବେ ଶୁଣ।”


“ଶୁଣ, ଜଣେ ଗ୍ଭଷୀ ବୀଜ ବୁଣିବାକୁ ବାହାରିଲା।”


କେତେକ ବୀଜ ଭଲ ମାଟିରେ ପଡ଼ିଲା। ସେଥିରୁ ଗଛ ହେଲା। ଗଛ ଭଲ ବଢ଼ିଲା ଓ ଫଳ ଫଳିଲା କେତେକ ଗଛରେ ତିରିଶ୍ ଗୁଣ ବା ଷାଠିଏ ଗୁଣ ଏପରିକି କେତେକ ଗଛରେ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”


ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ।


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”


Swiv nou:

Piblisite


Piblisite