ମାର୍କ 5:11 - ପବିତ୍ର ବାଇବଲ11 ସେହି ପାହାଡ଼ କଡ଼ରେ ସେତେବେଳେ ଘୁଷୁରିଙ୍କର ଗୋଟିଏ ବଡ଼ ପଲ ଚରୁଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା। Gade chapit laଓଡିଆ ବାଇବେଲ11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା । Gade chapit laପବିତ୍ର ବାଇବଲ (CL) NT (BSI)11 ନିକଟବର୍ତ୍ତୀ ପାହାଡ଼ କରରେ ପଲେ ଘୁଷୁରି ଚରୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା। Gade chapit la |