Biblia Todo Logo
Bib sou entènèt

- Piblisite -




ମାର୍କ 5:12 - ପବିତ୍ର ବାଇବଲ

12 ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠେଇ ଦିଅ, ତାହାହାଲେ ଆମ୍ଭେ ସେମାନଙ୍କ ଦେହ ଭିତରେ ପ୍ରବେଶ କରିଯିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ।

Gade chapit la Kopi

ଓଡିଆ ବାଇବେଲ

12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଭୂତମାନେ ଯୀଶୁଙ୍କୁ ଅନୁରୋଧ କରି କହିଲେ, “ସେହି ଘୁଷୁରି ପଲ ଭିତରେ ପ୍ରବେଶ କରିବା ପାଇଁ ଆମକୁ ଅନୁମତି ଦିଅନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ।

Gade chapit la Kopi




ମାର୍କ 5:12
9 Referans Kwoze  

ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି।


ଏପରି କରିବା ଉଦ୍ଦେଶ୍ୟ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟରେ ଅତି ଭଲ ଭାବରେ ଜାଣୁ।


ଯଦି ଆପଣ ତା'ର ଶରୀରକୁ କିଛି କରନ୍ତି, ସେ ନିଶ୍ଚୟ ଆପଣଙ୍କୁ ଆପଣଙ୍କ ସମ୍ମୁଖରେ ଅଭିଶାପ ଦେବ।”


ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


“କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅ ନାହିଁ, କାରଣ ସେମାନେ ବୁଲି ପଡ଼ି ତୁମ୍ଭକୁ କାମୁଡ଼ି ପାରନ୍ତି। ଘୁଷୁରିମାନଙ୍କ ଆଗରେ ନିଜର ମୋତି ପକାଅ ନାହିଁ, କାରଣ ସେମାନେ ମୋତିକୁ ଗୋଡ଼ରେ ଦଳି ଦେଇ ଗ୍ଭଲିଯିବେ।


ସେହି ପାହାଡ଼ କଡ଼ରେ ସେତେବେଳେ ଘୁଷୁରିଙ୍କର ଗୋଟିଏ ବଡ଼ ପଲ ଚରୁଥିଲା।


ଯୀଶୁ ସେମାନଙ୍କୁ ଏପରି କରିବାକୁ ଅନୁମତି ଦେଇଦେଲେ। ତା'ପରେ ଦୁଷ୍ଟାତ୍ମାମାନେ ସେହି ଲୋକଟି ଦେହରୁ ବାହାରି ଘୁଷୁରିମାନଙ୍କ ଦେହରେ ପଶିଗଲେ। ସେହି ଘୁଷୁରି ପଲରେ ପ୍ରାୟ ଦୁଇ ହଜାର ଘୁଷୁରି ଥିଲେ। ସେ ସବୁତକ ଘୁଷୁରି ପାହାଡ଼ କଡ଼କୁ ଖୁବ୍ ବେଗରେ ଧାଇଁଲେ ଓ ହ୍ରଦ ଭିତରେ ପଡ଼ି ଗଲେ। ସବୁତକ ଘୁଷୁରି ପାଣିରେ ବୁଡ଼ିଗଲେ।


Swiv nou:

Piblisite


Piblisite