Biblia Todo Logo
Bib sou entènèt

- Piblisite -




ମାର୍କ 5:18 - ପବିତ୍ର ବାଇବଲ

18 ଯୀଶୁ ଡଙ୍ଗାରେ ବସି ଗ୍ଭଲି ଯିବାକୁ ପ୍ରସ୍ତୁତ ହେଲେ। ଯିଏ ପୂର୍ବରୁ ଦୁଷ୍ଟାତ୍ମା ଦ୍ୱାରା ଆକ୍ରାନ୍ତ ହୋଇଥିଲା, ସେ ଯୀଶୁଙ୍କ ସହିତ ଯିବାକୁ ତାହାଙ୍କୁ ଅନୁରୋଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁ ଥର ବିନତି କଲା।

Gade chapit la Kopi

ଓଡିଆ ବାଇବେଲ

18 ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯୀଶୁ ନୌକାରେ ଚଢ଼ିବାକୁ ଗଲାବେଳେ ଭୂତମାନଙ୍କ କବଳରୁ ରକ୍ଷା ପାଇଥିବା ଲୋକଟି ତାଙ୍କ ସହିତ ଯିବା ପାଇଁ ଅନୁମତି ମାଗିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା।

Gade chapit la Kopi




ମାର୍କ 5:18
10 Referans Kwoze  

ତା'ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡ଼ି ଗ୍ଭଲିଯିବାକୁ ଅନୁରୋଧ କଲେ।


ଯୀଶୁ ସେହି ଲୋକକୁ କହିଲେ, “ରେ ଦୁଷ୍ଟାତ୍ମା, ଏହି ଲୋକ ଦେହରୁ ବାହାରି ଆ।” ଯୀଶୁ ଏପରି କରିବା ଦ୍ୱାରା ସେହି ଲୋକ ବଡ଼ ପାଟିରେ ଚିତ୍କାର କରି କହିଲା, “ସବୁଠାରୁ ମହାନ ପରମେଶ୍ୱରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମୋ'ଠାରୁ କ’ଣ ଗ୍ଭହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମୋତେ ହଇରାଣ କର ନାହିଁ।”


ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?


ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


ସେମାନେ ଯୀଶୁଙ୍କ ପାଖରେ ପହଞ୍ଚି ଦେଖିଲେ ଯାହା ଦେହରେ ବାହିନୀଭୂତ ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହୋଇ ଯାଇଛି। ଏହା ଦେଖି ସେମାନେ ଭୟଭୀତ ହେଲେ।


ସେଠାରେ କେତେକ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ଯ୍ୟ ଦେଖିଥିଲେ। ସେମାନେ ଅନ୍ୟ ଲୋକମାନଙ୍କ ଆଗରେ ଦୁଷ୍ଟାତ୍ମା ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ’ଣ ହେଲା, ସେ ସବୁ ବର୍ଣ୍ଣନା କଲେ।


Swiv nou:

Piblisite


Piblisite