Biblia Todo Logo
Bib sou entènèt

- Piblisite -




ମାର୍କ 5:25 - ପବିତ୍ର ବାଇବଲ

25 ସେଠାରେ ଲୋକଙ୍କ ଭିତରେ ଜଣେ ସ୍ତ୍ରୀଲୋକ ଥିଲା। ବିଗତ ବାରବର୍ଷ ଧରି ତା'ର ରକ୍ତସ୍ରାବ ହେଉଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର-ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,

Gade chapit la Kopi

ଓଡିଆ ବାଇବେଲ

25 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଜଣେ ସ୍ତ୍ରୀଲୋକ ପ୍ରାୟ ବାରବର୍ଷ ଧରି ରକ୍ତସ୍ରାବ ରୋଗରେ ଭୀଷଣ କଷ୍ଟ ଭୋଗୁଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,

Gade chapit la Kopi




ମାର୍କ 5:25
10 Referans Kwoze  

ସେଠାରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦେହରେ ଗୋଟିଏ ଭୂତ ପ୍ରବେଶ କରି ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହୋଇ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହୋଇ ପାରୁ ନ ଥିଲା।


ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା।


ଯୀଶୁ ଯାଈରସଙ୍କ ସାଥୀରେ ବାହାରିଲେ। ଅନେକ ଲୋକ ଯୀଶୁଙ୍କ ପଛେ ପଛେ ଗଲେ। ଭିଡ଼ ହୋଇଥିବା ଯୋଗୁଁ ଲୋକେ ଯୀଶୁଙ୍କ ଆଡ଼କୁ ମାଡ଼ି ଆସୁ ଥିଲେ।


ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହୋଇ ପଡ଼ିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା'ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯାଇଥିଲା। ତଥାପି ତା'ର ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ଘଟୁ ନ ଥିଲା। ବରଂ ତା'ର ଦେହ ଅତ୍ୟଧିକ ଖରାପ ହୋଇ ଯାଉଥିଲା।


Swiv nou:

Piblisite


Piblisite