Biblia Todo Logo
Bib sou entènèt

- Piblisite -




ମାର୍କ 5:3 - ପବିତ୍ର ବାଇବଲ

3 ସେ ଲୋକଟି କବର ମଧ୍ୟରେ ରହୁଥିଲା। ତାହାକୁ କେହି ହେଲେ ବାନ୍ଧି ପାରୁ ନ ଥିଲେ। ଏପରିକି ଶିକୁଳିରେ ମଧ୍ୟ ତାକୁ ବାନ୍ଧି ପାରୁ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,

Gade chapit la Kopi

ଓଡିଆ ବାଇବେଲ

3 ସେ ସମାଧି ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେ କବର ସ୍ଥାନମାନଙ୍କରେ ରହୁଥିଲା। କେହି ତାକୁ ଶିକୁଳିରେ ସୁଦ୍ଧା ବାନ୍ଧି ପାରୁ ନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,

Gade chapit la Kopi




ମାର୍କ 5:3
6 Referans Kwoze  

ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁମ୍ଫା ମଧ୍ୟରେ ରାତ୍ରି ଯାପନ କରନ୍ତି। ସେମାନେ ଶୂକର ମାଂସ ଭକ୍ଷ୍ୟଣ କରନ୍ତି ଓ ସେମାନଙ୍କ ପାତ୍ରରେ ଦୂଷିତ ମାଂସ ଝୋଳ ଥାଏ।


ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ରେ ଗୋଟିଏ ଲୋକ କବର ମଧ୍ୟରୁ ବାହାରି ତାହାଙ୍କ ପାଖକୁ ଆସିଲା ତା’ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା।


କାରଣ ତାହାକୁ ଅଧିକାଂଶ ସମୟରେ ହାତକଡ଼ି ଓ ବେଡ଼ି ଦ୍ୱାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡ଼ିକୁ ଛିଣ୍ଡାଇ ଖୋଲି ଦେଉଥିଲା ଓ ଶିକୁଳିକୁ ଖଣ୍ଡ ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କେହି ହେଲେ ତାକୁ ନିୟନ୍ତ୍ରିତ କରି ପାରୁ ନ ଥିଲେ।


Swiv nou:

Piblisite


Piblisite