Biblia Todo Logo
Bib sou entènèt

- Piblisite -




ମାର୍କ 5:9 - ପବିତ୍ର ବାଇବଲ

9 ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭ ନାମ କ’ଣ?” ଲୋକଟି କହିଲା, “ମୋ’ ନାମ ଲିଜନ ବା ବାହିନୀଭୂତ। କାରଣ ଆମ୍ଭେ ଅନେକ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଯୀଶୁ ତାହାକୁ ପଚାରିଲେ, ତୋର ନାଁ କଅଣ? ସେ ତାହାଙ୍କୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ।

Gade chapit la Kopi

ଓଡିଆ ବାଇବେଲ

9 ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ ତାକୁ ପଚାରିଲେ, “ତୋ’ ନାଁ କଅଣ?” ଲୋକଟି ଉତ୍ତର ଦେଲା, “ମୋ’ ନାଁ ‘ବାହିନୀ’ -

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଯୀଶୁ ତାହାକୁ ପଚାରିଲେ, “ତୋର ନାଁ କଅଣ?” ସେ ତାହାକୁ କହିଲା, ମୋହର ନାଁ ବାହିନୀ, ଯେଣୁ ଆମେ ଅନେକ।

Gade chapit la Kopi




ମାର୍କ 5:9
7 Referans Kwoze  

ଯୀଶୁ ତାକୁ ପଗ୍ଭରିଲେ, “ତୋର ନାମ କ’ଣ?” ଲୋକଟି କହିଲା, “ବାହିନୀ” ସେ ତା’ ନାମ “ବାହିନୀ” କହିବାର କାରଣ ହେଲା ବହୁତ ଭୂତ ତା’ ଦେହରେ ପ୍ରବେଶ କରିଥିଲେ।


ସେମାନେ ଯୀଶୁଙ୍କ ପାଖରେ ପହଞ୍ଚି ଦେଖିଲେ ଯାହା ଦେହରେ ବାହିନୀଭୂତ ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହୋଇ ଯାଇଛି। ଏହା ଦେଖି ସେମାନେ ଭୟଭୀତ ହେଲେ।


ତୁମ୍ଭେ କ’ଣ ଜାଣି ନାହଁ ଯେ ମୁଁ ମୋର ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମୋତେ ବାରଟି ସେନାବାହିନୀରୁ ଅଧିକ ଯୋଗେଇବେ।


ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସେଠାରେ ବସବାସ କରନ୍ତି। ସେତେବେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚନୀୟ ହୋଇପଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସେହି ଏକାକଥା ଘଟିବ।”


ସେହି ଦୁଷ୍ଟାତ୍ମାମାନେ ବାରମ୍ବାର କାକୁତି ମିନତି ହୋଇ ଭିକ୍ଷା ମାଗିଲେ ଯେ ସେ ସେମାନଙ୍କୁ ସେହି ଅଞ୍ଚଳର ବାହାରକୁ ପଠେଇ ନ ଦିଅନ୍ତୁ।


Swiv nou:

Piblisite


Piblisite