ମାର୍କ 6:11 - ପବିତ୍ର ବାଇବଲ11 ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେସ୍ଥାନରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ। Gade chapit laଓଡିଆ ବାଇବେଲ11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ । Gade chapit laପବିତ୍ର ବାଇବଲ (CL) NT (BSI)11 ଯଦି କୌଣସି ସ୍ଥାନରେ ଲୋକେ ତୁମକୁ ସ୍ୱାଗତ କରନ୍ତି ନାହିଁ ବା ତୁମ କଥା ଶୁଣନ୍ତି ନାହିଁ, ତୁମ ପାଦ ଧୂଳି ଝାଡ଼ିଦେଇ ସେହି ସ୍ଥାନ ଛାଡ଼ି ଚାଲିଯାଅ। ଏହା ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ସ୍ୱରୂପ ହେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।” Gade chapit la |
ମୁଁ ମୋର ବସ୍ତ୍ରର ଭାଙ୍ଗକୁ ଝାଡ଼ିଲି ଏବଂ କହିଲି, “ଯେଉଁ ଲୋକ ଏହି ପ୍ରତିଜ୍ଞା ପାଳନ କରିବ ନାହିଁ, ପରମେଶ୍ୱର ତା'ର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏପରି ଝାଡ଼ି ଦିଅନ୍ତୁ। ସେ ଏହିପରି କମ୍ପିତ ହେଉ ଓ ଶୂନ୍ୟ ହେଉ।” ତା'ପରେ ସବୁ ଲୋକ ଏକତ୍ରିତ ହେଲେ ଏବଂ କହିଲେ “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏହା ପରେ ଲୋକମାନେ ଏହି ପ୍ରତିଜ୍ଞା ଅନୁସାରେ କର୍ମ କଲେ।