Biblia Todo Logo
Bib sou entènèt

- Piblisite -




ମାର୍କ 6:53 - ପବିତ୍ର ବାଇବଲ

53 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦପାରି ହୋଇ ଗିନ୍ନେସର‌ତ୍‌ରେ ପହଞ୍ଚିଲେ। ସେମାନେ ଡଙ୍ଗାଟି ସେଠାରେ ବାନ୍ଧି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।

Gade chapit la Kopi

ଓଡିଆ ବାଇବେଲ

53 ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 ହ୍ରଦ ଅତିକ୍ରମ କରି ସେମାନେ ଗିନେସରତ୍ରେ ପହଞ୍ôଚ କୂଳରେ ନୌକା ବାନ୍ଧି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।

Gade chapit la Kopi




ମାର୍କ 6:53
4 Referans Kwoze  

ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ।


ଡଙ୍ଗାରୁ ଓହ୍ଲେଇ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ।


Swiv nou:

Piblisite


Piblisite