Biblia Todo Logo
Bib sou entènèt

- Piblisite -




ମାର୍କ 6:8 - ପବିତ୍ର ବାଇବଲ

8 ସେ ଶିଷ୍ୟମାନଙ୍କୁ ନିର୍ଦ୍ଦେଶ ଦେଲେ, “ତୁମ୍ଭେ ଯାତ୍ରା କାଳରେ ବାଡ଼ିଟିଏ ଛଡ଼ା ଆଉ କିଛି ନେବ ନାହିଁ। ରୋଟୀ, ଝୁଲା କି ପକେଟରେ କିଛି ହେଲେ ଟଙ୍କା ମଧ୍ୟ ନେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ତେ ବାଡ଼ି ବିନା ରୋଟୀ କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;

Gade chapit la Kopi

ଓଡିଆ ବାଇବେଲ

8 ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି କଟିବନ୍ଧନୀରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 “ତୁମର ଯାତ୍ରା ପାଇଁ ଖଣ୍ଡିଏ ବାଡ଼ି ଓ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;

Gade chapit la Kopi




ମାର୍କ 6:8
5 Referans Kwoze  

ସେ ସେମାନଙ୍କୁ କହିଲେ, “ଯାତ୍ରା ସମୟରେ ସାଙ୍ଗରେ କୌଣସି ପଦାର୍ଥ ନେବ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନେବ ନାହିଁ। କେବଳ ପାନ୍ଧିଥିବା ଲୁଗା ଛଡ଼ା ଅନ୍ୟ କିଛି ନେବ ନାହିଁ।


ସାଙ୍ଗରେ ଟଙ୍କା, ଥଳି, ଜୋତା କିଛି ହେଲେ ନିଅ ନାହିଁ। ରାସ୍ତାରେ କାହାରି ସହିତ କଥାବାର୍ତ୍ତା ହେବା ପାଇଁ ଅଟକି ଯିବ ନାହିଁ।


ତା'ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?” ପ୍ରେରିତମାନେ କହିଲେ, “ନା।”


ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କେବଳ ପିନ୍ଧିଥିବା ଲୁଗାପଟା ଛଡ଼ା କୌଣସି ଅଧିକ ଲୁଗାପଟା ନେବ ନାହିଁ।


Swiv nou:

Piblisite


Piblisite