Biblia Todo Logo
Bib sou entènèt

- Piblisite -




ମାର୍କ 7:12 - ପବିତ୍ର ବାଇବଲ

12 ଏହିଭଳି ସେହି ଲୋକକୁ ତା'ର ବାପାମାଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭେମାନେ ଅନୁମତି ଦେଉ ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେବେ ତୁମ୍ଭେମାନେ ତାହାକୁ ତାହାର ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;

Gade chapit la Kopi

ଓଡିଆ ବାଇବେଲ

12 ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପିତାମାତାଙ୍କୁ ସାହାଯ୍ୟ କରିବା ଦାୟିତ୍ୱରୁ ମୁକ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;

Gade chapit la Kopi




ମାର୍କ 7:12
2 Referans Kwoze  

କିନ୍ତୁ ତୁମ୍ଭେମାନେ ଉପଦେଶ ଦେଉଛ ଯେ, ଜଣେ ଲୋକ ତା'ର ବାପାମାଙ୍କୁ କହି ପାରିବ, ‘ମୋର ଯେଉଁ ପଦାର୍ଥଟିରେ ତୁମ୍ଭର ଲାଭ ହୋଇ ପାରିଥା’ନ୍ତା, ସେହି ପଦାର୍ଥ ମୁଁ ତୁମ୍ଭ ପାଇଁ ବ୍ୟବହାର କରି ପାରିବି ନାହିଁ, କାରଣ ତାହା ମୁଁ ପରମେଶ୍ୱରଙ୍କୁ ସମର୍ପଣ କରିବି।’


ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।”


Swiv nou:

Piblisite


Piblisite