Biblia Todo Logo
Bib sou entènèt

- Piblisite -




ମାର୍କ 7:14 - ପବିତ୍ର ବାଇବଲ

14 ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯୀଶୁ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ।

Gade chapit la Kopi

ଓଡିଆ ବାଇବେଲ

14 ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୀଶୁ ଆଉ ଥରେ ଲୋକମାନଙ୍କୁ ଡ଼ାକି କହିଲେ, “ମୋ’ କଥା ମନ ଦେଇ ଶୁଣ ଓ ବୁଝିବାକୁ ଚେଷ୍ଟା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ।

Gade chapit la Kopi




ମାର୍କ 7:14
14 Referans Kwoze  

ଯୀଶୁ ସମବେତ ହୋଇଥିବା ଲୋକମାନଙ୍କୁ ଡାକିଲେ। ସେ ସେମାନଙ୍କୁ କହିଲେ, “ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ।


ଫିଲି‌ପ୍‌ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?”


ତା'ପରେ ସଦାପ୍ରଭୁ କହିଲେ, “ଯାଅ ଏବଂ ଏହି ବାର୍ତ୍ତା ଲୋକମାନଙ୍କୁ ଜଣାଅ, ‘ଯଦିଓ ତୁମ୍ଭେମାନେ ଶୁଣୁଛ, କିନ୍ତୁ ତୁମ୍ଭେମାନେ କିଛି ବୁଝୁ ନାହଁ। ଯଦିଓ ଦେଖୁଛ, କିଛି ଶିଖୁ ନାହଁ।’


ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭେମାନେ ସୁବିବେଚନା କର।


ହେ ପଶୁବତ୍ ଲୋକମାନେ, ତୁମ୍ଭେ କେବେ ବୁଦ୍ଧି ପାଇବ? ହେ ନିର୍ବୋଧ ଅଧର୍ମକାରୀ ଲୋକ, ଚେଷ୍ଟା କର ଏବଂ ବୁଝ।


ତହିଁରେ ମୀଖାୟ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ସମସ୍ତେ ଶୁଣ, ଯଦି ରାଜା ଆହାବ କୁଶଳରେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସେ, ତେବେ ସଦାପ୍ରଭୁ ମୋତେ ବାର୍ତ୍ତା ଦେଇ ନାହାନ୍ତି ବୋଲି ଜାଣିବ।”


ଏଲିୟ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ସମ୍ବୋଧନ କଲେ, “ତୁମ୍ଭେମାନେ କେତେକାଳ ଦ୍ୱିମତ ମଧ୍ୟରେ ସନ୍ଦେହରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ୟ ଭାବୁଛ। ଅନ୍ୟ ପକ୍ଷରେ ଯଦି ‌ବା‌ଲ୍‌ଦେବତା ସତ୍ୟ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।” କିନ୍ତୁ ଲୋକମାନେ କିଛି ଉତ୍ତର ଦେଲେ ନାହିଁ।


ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ।


ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।”


ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’


ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ଯିହୁଦାର ସମସ୍ତ ଲୋକ ଓ ସମସ୍ତ ଯିରୁଶାଲମ ନିବାସୀ ନିକଟରେ ସେହି ବାକ୍ୟ ପ୍ରଗ୍ଭର କରି କହିଲେ,


Swiv nou:

Piblisite


Piblisite