Biblia Todo Logo
Bib sou entènèt

- Piblisite -




ମାର୍କ 7:18 - ପବିତ୍ର ବାଇବଲ

18 ଯୀଶୁ କହିଲେ, “ତୁମ୍ଭେମାନେ ମଧ୍ୟ, ଅନ୍ୟମାନଙ୍କ ଭଳି କ’ଣ ବୁଝି ପାରିଲ ନାହିଁ? ତୁମ୍ଭେମାନେ କ’ଣ ବୁଝି ପାରୁ ନ ଯେ, ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସେହି ଲୋକକୁ ଦୂଷିତ କରିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରି ପାରେ ନାହିଁ,

Gade chapit la Kopi

ଓଡିଆ ବାଇବେଲ

18 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାକୁ ଅଶୁଚି କରି ପାରେ ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯୀଶୁ ସେମାନଙ୍କୁ କହିଲେ, “ଅନ୍ୟମାନଙ୍କ ପରି ତୁମର ମଧ୍ୟ ବୁଝିବା ଶକ୍ତି କ’ଣ ଏତେ ଅଳ୍ପ? ଏତିକି ବଝି ପାରୁ ନାହଁ? ଯାହା ସବୁ ମନୁଷ୍ୟ ଶରୀରରେ ବାହାରୁ ପ୍ରବେଶ କରେ, ତାହା ତାକୁ ଅଶୁଚି କରିପାରେ ନାହିଁ -

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,

Gade chapit la Kopi




ମାର୍କ 7:18
12 Referans Kwoze  

ଏ ବିଷୟରେ ଆମ୍ଭର ତୁମ୍ଭମାନଙ୍କୁ ଅନେକ କଥା କହିବା ପାଇଁ ଅଛି। କିନ୍ତୁ ଯେହେତୁ ତୁମ୍ଭେମାନେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।


ତା'ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟ‌ଦ୍‌ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର।


ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”


ସେତେବେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦେଇ କ୍ଷୀର ଦେଲି। ଏପରି କରିବାର ଉଦ୍ଦେଶ୍ୟ ଯେ, ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ୟ ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ପ୍ରଧାନ ଗୁରୁ, କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁ ନାହଁ?


ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତେବେ ଅନ୍ୟ ଦୃଷ୍ଟାନ୍ତଗୁଡ଼ିକ କିପରି ବୁଝିବ?”


ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା'ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”


ତା'ପରେ ଯୀଶୁ ଲୋକମାନଙ୍କୁ ଛାଡ଼ି ଘର ଭିତରକୁ ଗଲେ। ଶିଷ୍ୟମାନେ ତାହାଙ୍କୁ ଏ ଦୃଷ୍ଟାନ୍ତ କଥା ବିଷୟରେ ପଗ୍ଭରିଲେ।


କାରଣ ଖାଦ୍ୟ ତା'ର ହୃଦୟକୁ ନ ଯାଇ ପେଟ ଭିତରକୁ ଯାଏ ଓ ପୁଣି ମଳ ଆକାରରେ ବାହାରକୁ ବାହାରି ଯାଏ।” ଏହା କହି ଯୀଶୁ ସମସ୍ତ ଖାଦ୍ୟ-ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।


Swiv nou:

Piblisite


Piblisite