ମାର୍କ 8:13 - ପବିତ୍ର ବାଇବଲ13 ତା'ପରେ ଯୀଶୁ ଫାରୂଶୀମାନଙ୍କୁ ଛାଡ଼ି ପୁନଃ ଡଙ୍ଗା ଭିତରକୁ ଗ୍ଭଲି ଆସିଲେ। ସେ ଡଙ୍ଗାରେ ବସି ହ୍ରଦର ଅପର ପାରିକୁ ଗ୍ଭଲିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆର ପାରିକି ବାହାରିଗଲେ। Gade chapit laଓଡିଆ ବାଇବେଲ13 ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକି ବାହାରିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ନୌକାକୁ ଫେରି ଆସିଲେ ଏବଂ ହ୍ରଦର ଆରପାରିକୁ ଯାତ୍ରା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ। Gade chapit la |