Biblia Todo Logo
Bib sou entènèt

- Piblisite -




ମାର୍କ 8:15 - ପବିତ୍ର ବାଇବଲ

15 ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ସାବଧାନ; ଫାରୂଶୀ ଓ ହେରୋଦଙ୍କ ଖମୀରଠାରୁ ଦୂରରେ ରୁହ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।

Gade chapit la Kopi

ଓଡିଆ ବାଇବେଲ

15 ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଯୀଶୁ ସେମାନଙ୍କୁ ସତର୍କ କରିଦେଇ କହିଲେ, “ସାବଧାନ, ଫାରୁଶୀମାନଙ୍କର ଓ ହେରୋଦଙ୍କର ଖମୀରଠାରୁ ସତର୍କ ରୁହ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”

Gade chapit la Kopi




ମାର୍କ 8:15
21 Referans Kwoze  

ଯୀଶୁ ସେମାନଙ୍କୁ କହିଲେ, “ସାବଧାନ ରୁହ! ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।”


ପରେ ଯିହୂଦୀ ନେତାମାନେ କେତେକ ଫାରୂଶୀ ଓ ହେରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରି ଫାନ୍ଦରେ ପକାଇବାକୁ ଗ୍ଭହୁଁଥିଲେ।


“ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଶସ୍ୟ-ନୈବେଦ୍ୟ ଆଣିବ, ତାହା ତାଡ଼ିଶୂନ୍ୟ ହେବା ଉଚିତ୍। ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ତାଡ଼ି କି ମଧୁ କେବେ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍ ନୁହେଁ।


ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ୟୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।


ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି।


ସେହି ସମୟରେ ଯୀଶୁଙ୍କ ବିଷୟରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହେରୋଦ ଶୁଣିଲେ।


ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ।


ପରମେଶ୍ୱର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ୱର୍ଗଦୂତଙ୍କ ଆଗରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ୟ ଜାଣିବା ପୂର୍ବରୁ ଲୋକମାନଙ୍କର ବିଗ୍ଭର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦେଖାଅ।


ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”


ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ୟ କହିଲେ, “ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ଯ୍ୟ ଶେଷ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ୱର, ମୋର ପରମେଶ୍ୱର, ତୁମ୍ଭ ସହିତରେ ଅଛନ୍ତି। ସମସ୍ତ କାର୍ଯ୍ୟ ସମାପ୍ତ ହେବା ପର୍ଯ୍ୟନ୍ତ ସେ ତୁମ୍ଭକୁ ସାହାଯ୍ୟ କରିବେ। ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।


ଏହି ସମୟ ପୂର୍ବରୁ ହେରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳିରେ ବାନ୍ଧି କାରାଗାରରେ ନିକ୍ଷେପ କରିଥିଲେ। ସେ ହେରୋଦିଆଙ୍କ ଅନୁରୋଧକ୍ରମେ ଏ କଥା କରିଥିଲେ। ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ।


ହେରୋଦଙ୍କ ଜନ୍ମଦିନ ଅବସରରେ ହେରୋଦିଆଙ୍କ ଝିଅ, ହେରୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗରେ ନାଚିଲା। ଏଥିରେ ହେରୋଦ ବହୁତ ମୁ‌ଗ୍‌ଧ ହୋଇଗଲେ।


ସେମାନେ ଖାଇବା ପାଇଁ ଅଧିକ ଖାଦ୍ୟ ଆଣିବାକୁ ଭୁଲି ଯାଇଥିଲେ। ଯୀଶୁଙ୍କ ଶିଷ୍ୟମାନଙ୍କ ପାଖରେ ଖଣ୍ଡିଏ ମାତ୍ର ରୋଟୀ ଥିଲା।


ଶିଷ୍ୟମାନେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ଯୀଶୁ ଏ କଥା କହିଲେ।”


Swiv nou:

Piblisite


Piblisite