ମାର୍କ 8:18 - ପବିତ୍ର ବାଇବଲ18 ତୁମ୍ଭମାନଙ୍କର କ’ଣ ବୁଦ୍ଧି ହଜି ଯାଇଛି? ତୁମ୍ଭମାନଙ୍କର ଆଖି ଅଛି ତଥାପି ତୁମ୍ଭେମାନେ ଦେଖି ପାରୁ ନାହଁ? ତୁମ୍ଭମାନଙ୍କର କାନ ଅଛି, ତଥାପି ତୁମ୍ଭେମାନେ ଶୁଣି ପାରୁ ନାହଁ? ଆମ୍ଭ ପାଖରେ ଯେତେବେଳେ ଖାଇବାକୁ ଯଥେଷ୍ଟ ରୋଟୀ ନ ଥିଲା, ମୁଁ ସେତେବେଳେ କ’ଣ କରିଥିଲି ତୁମ୍ଭମାନଙ୍କର କ’ଣ ତାହା ମନେ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ? Gade chapit laଓଡିଆ ବାଇବେଲ18 ତୁମ୍ଭମାନଙ୍କ ହୃଦୟ କ'ଣ ଜଡ଼ ହୋଇ ରହିଅଛି ? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ ? Gade chapit laପବିତ୍ର ବାଇବଲ (CL) NT (BSI)18 ଆଖି ଥାଇ କଅଣ ଦେଖି ପାରୁ ନାହଁ, କାନ ଥାଇ ଶୁଣିପାରୁ ନାହଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ? Gade chapit la |